Pakhal Divas Song - Aasa Jibana Dhana Mo Pakhaala Kansaa | Debasish Mohapatra | Sidharth Music
Sidharth Music Sidharth Music
3.65M subscribers
2,958 views
0

 Published On Premiered Mar 19, 2024

୨୦୧୧ ମସିହାରୁ କିଛି ଓଡ଼ିଆ ଓ ଅଣଓଡ଼ିଆ ଖାଦ୍ୟ ପ୍ରେମୀଙ୍କ ଉତ୍ସାହରୁ ଏହି ଦିବସ ପାଳନର ପରିକଳ୍ପନା ହୋଇଥିଲା । ୨୦୧୫ମସିହାରେ ପ୍ରଥମ କରି ପଖାଳ ଦିବସ ପାଇଁ ଟୁଇଟର ଟ୍ରେଣ୍ଡ ଆରମ୍ଭ ହୋଇଥିଲା । ବର୍ତ୍ତମାନ ବିଶ୍ୱର କୋଣ ଅନୁକୋଣରେ ଏହି ଦିବସକୁ ପାଳନ କରିବାକୁ ଅନେକ ଓଡ଼ିଆ ଆଗେଇ ଆସିଲେଣି । ଭୁବନେଶ୍ୱରର ତାରକା ହୋଟେଲମାନେ ମଧ୍ୟ ଚାହିଦାକୁ ଦେଖି ନିଜ ସୂଚୀରେ ସାମିଲ କରିଛନ୍ତି । ୨୧ ମାର୍ଚ୍ଚର ଦିନ ଓ ରାତିର ଅବଧି ସମାନ ୧୨ ଘଣ୍ଟା । ଏହି ଦିନଠୁ ଦିନର ଅବଧି ବୃଦ୍ଧି ପାଏ । ଏହା ସହ ରୌଦ୍ରତାପ ବୃଦ୍ଧି ଘଟିଥାଏ । ତାପରୁ ରକ୍ଷା ପାଇବା ପାଇଁ ଓଡ଼ିଆମାନେ ପଖାଳ ଓ ତୋରାଣିକୁ ଆଦର କରିଥାନ୍ତି । ତେଣୁ ୨୧ ମାର୍ଚ୍ଚ ମାନେ ଖରାଦିନ ଆରମ୍ଭ ପୂର୍ବ ଦିନ ମାର୍ଚ୍ଚ ୨୦କୁ ପଖାଳ ଦିବସ ଭାବେ ପାଳନ ହେଉଛି ।

ଏହି ଦିନ ପାଞ୍ଜିରେ ଶୀତଳା ଅଷ୍ଟମୀ ପଡ଼ୁଥିବାରୁ ଉତ୍ତର ଭାରତରେ ପାରମ୍ପରିକ ଭାବେ ମାରୁଆଡ଼ିମାନେ ଶୀତଳା ଦେବୀଙ୍କୁ ପୂଜା କରିଥାନ୍ତି । ଏହି ପୂଜାରେ ପୂର୍ବଦିନରୁ ପ୍ରସ୍ତୁତ ହୋଇଥିବା ଖାଦ୍ୟ ଦ୍ରବ୍ୟ ଯାହା ପରଦିନକୁ ଶୀତଳ ଖାଦ୍ୟ ନାମରେ ଅଭିହିତ କରାଯାଏ, ଦେବୀଙ୍କୁ ଭୋଗ ଲଗାଇବା ସହ ପ୍ରସାଦ ଭାବେ ଖାଇବାର ବିଧି ଅଛି । ଏହି ଶୀତଳ ଖାଦ୍ୟ ପଦାର୍ଥ ମଧ୍ୟରେ ପଖାଳ ଅନ୍ୟତମ ।

Song : Asa Jibana Dhana
Album : Mo Pakhaala Kansaa
Album No: 2151
Sung By: Debasish Mohapatra
Lyrics: Kabi Chandra Kalicharan Patnaik
Music Director : Sangit Sudhakar Balakrushna Dash
Music Refreshed: Goodly Rath & Piku Rath
Editor: Prasanta
DI, Graphics & Direction: Binay Sutar

Recorded At: Sidharth Music Studio.
Voice Dubbing & Mixing By: Swapnajit Sabat & Munna at Sidharth Music Studio
Mastering By: Sitaram Agrawal & Swapnajit Sabat at Sidharth Music Studio
Banner: Sidharth TV
Producer : Sitaram Agrawal & Namita Agrawal
Music Label: Sidharth Music


#PakhalaDivas #AsaJibanaDhana #SidharthMusic #SidharthTV #SidharthBhakti #NamitaAgrawal

show more

Share/Embed